ଛତିଶଗଡ଼, ୦୩/୦୯ (ପାଇକପୁଅ):ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲା ସିରସଟି ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଯୁବକଙ୍କୁ ନିର୍ମମ ହତ୍ୟା କରିଛନ୍ତି ଲାଲବାହିନୀ। ମୃତକମାନେ ହେଲେ ପଦାମ ପୋଡ଼ା ଏବଂ ପଦାମ ଦେବେନ୍ଦ୍ର। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

WhatsApp us
