ଭୁବନେଶ୍ଵର, ୧୫/୦୧(ପାଇକପୁଅ)ବିଜୁ ଜନତା ଦଳରୁ ଦୁଇ ଜଣ ବିଧାୟକ ନିଲମ୍ବିତ। ଦଳ ସଭାପତି ନବୀନ ପଟ୍ଟନାୟକ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଧାୟକଙ୍କୁ ସସପେଣ୍ଡ କରାଯାଇଛି। ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍ ବିବୃତି ଜାରି କରାଯାଇଛି।


WhatsApp us
