ଭୁବନେଶ୍ୱର,୦୮/୦୨(ପାଇକପୁଅ)କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରୋଜିନୀ ତରାଇ ବିଜେଡିରୁ ନିଲମ୍ବିତ।ଦଳ ବିରୋଧୀ କାର୍ଯ୍ୟ ପାଇଁ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରୋଜିନୀ ତରାଇଙ୍କୁ ଦଳରୁ ନିଲମ୍ବନ କରାଯାଇଛି।

WhatsApp us
